www.samajalive.in
Tuesday, December 9, 2025
16.1 C
Bhubaneswar

ରାଜ୍ୟରେ ଆଇଏଏସ ଏବଂ ଆଇପିଏସ ମରୁଡ଼ି

ଭୁବନେଶ୍ୱର: ରାଜ୍ୟରେ ୬୬ ଆଇଏଏସ ଏବଂ ୬୯ ଆଇପିଏସ ପଦବୀ ଖାଲିପଡ଼ିଛି ବୋଲି ବିଧାନସଭାରେ ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି। ରାଜ୍ୟରେ ମୋଟ ୨୪୮ ଆଇଏଏସଙ୍କ ମଧ୍ୟରୁ ୧୮୨ଜଣ କାର୍ଯ୍ୟରତ ଅଛନ୍ତି ଏବଂ୨୨ ଆଇଏଏସ ଅଧିକାରୀ କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି। ସେହିପରି ୧୯୫ ଆଇପିଏସ ପଦବୀ ମଧ୍ୟରୁ ୬୯ ପଦବୀ ଖାଲି ପଡ଼ିଛି। ୧୦ ଆଇପିଏସ ଅଧିକାରୀ ୫ବର୍ଷରୁ ଊର୍ଦ୍ଧ୍ବ୍ୱର୍ ହେବ ଡେପୁଟେସନରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories