www.samajalive.in
Wednesday, December 10, 2025
16.1 C
Bhubaneswar

ରାଜ୍ୟରେ କମୁନି ମହିଳା ବିରୋଧୀ ଅପରାଧ

ଭୁବନେଶ୍ୱର: ରାଜ୍ୟରେ ମହିଳା ବିରୋଧୀ ଅପରାଧ କମୁନଥିବା ଜଣାପଡ଼ିଛି। ଆଜି ବିଧାନସଭାରେ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ଏ ସଂକ୍ରାନ୍ତରେ ଏକ ପ୍ରଶ୍ନ ପଚାରିଥିଲେ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଉତ୍ତର ରଖିଥିଲେ।

ବିଧାନସଭାରେ ସୋଫିଆ ଫିର୍ଦ୍ଦୋସଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ ରାଜ୍ୟରେ ୮ ମାସରେ ୧୮ ହଜାର ୧ ମହିଳା ବିରୋଧୀ ଅପରାଧ ମାମଲା ରୁଜୁ ହୋଇଛି। ସେଥିମଧ୍ୟରୁ ୧୭,୦୨୧ ମାମଲା ବିଚାରଧୀନ ରହିଛି, ୭୩୮ଟି ମାମଲାର ଚାର୍ଜସିଟ ଦାଖଲ ହୋଇଛି। ୨୧୭ ମାମଲାର ଫଇସଲା ସରିଛି, ୨୫ଟିର ଫାଇନାଲ ରିପୋର୍ଟ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories