www.samajalive.in
Saturday, December 13, 2025
26.1 C
Bhubaneswar

କୃଷି କ୍ଷେତ୍ରକୁ ୩୭୮୦୦ କୋଟି, ମତ୍ସ୍ୟ ଓ ପଶୁପାଳନ ପାଇଁ ୧୯୦୯ କୋଟି ବ୍ୟୟବରାଦ

ସମାଜ ଡିଜିଟାଲ ଡେସ୍କ: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ରାଜ୍ୟ ବଜେଟ ସୋମବାର ବିଧାନସଭାରେ ଉପସ୍ଥାପିତ ହୋଇଛି। ଅର୍ଥ ବିଭାଗ ଦାୟିତ୍ଵରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ବଜେଟରେ ଆଗାମୀ ଆର୍ଥିକବର୍ଷ ଲାଗି ବିଭିନ୍ନ କ୍ଷେତ୍ର ପାଇଁ ବ୍ୟୟବରାଦ କରାଯାଇଛି। ନୂଆ ଆର୍ଥିକ ବର୍ଷରେ କୃଷି କ୍ଷେତ୍ର ଲାଗି ୩୭ ହଜାର ୮୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଗତବର୍ଷ ତୁଳନାରେ ଏହା ୧୨ ପ୍ରତିଶତ ଅଧିକ। ସେହିପରି ମତ୍ସ୍ୟ ଏବଂ ପଶୁପାଳନ ପାଇଁ ୧୯୦୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories