www.samajalive.in
Saturday, December 13, 2025
26.1 C
Bhubaneswar

୪ ଲେନ ହେବ ରାଜ୍ୟ ରାଜପଥ, କାର୍ଯ୍ୟକାରୀ ହେବ ମୁଖ୍ୟମନ୍ତ୍ରୀ ପରିବହନ ଯୋଜନା

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଥିବା ସମସ୍ତ ରାଜ୍ୟ ରାଜପଥଗୁଡ଼ିକୁ ୪ ଲେନ୍‌ ବିଶିଷ୍ଟ କରାଯିବ। ଏହା ସହିତ ନୂଆ କରି ୩ ହଜାର କିଲୋମିଟର ରାସ୍ତା ନିର୍ମାଣ ହେବ। ଏଥିପାଇଁ ୬ ହଜାର ୫୦୨ କୋଟି ଟଙ୍କା ବ୍ୟୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ ଉପସ୍ଥାପନ ସମୟରେ ସୂଚନା ଦେଇଛନ୍ତି। ସେହିପରି ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ(ଏନଏଚଏଆଇ) ଭଳି ଓଡ଼ିଶା ରାଜ୍ୟ ପ୍ରାଧିକରଣ ସଡ଼କ ସଂସ୍ଥା ଗଠନ କରାଯିବ। ଗ୍ରାମୀଣ ପରିବହନ ବ୍ୟବସ୍ଥା ଲାଗି ମୁଖ୍ୟମନ୍ତ୍ରୀ ପରିବହନ ଯୋଜନା କାର୍ଯ୍ୟକାରୀ ହେବ। ଏହି ଯୋଜନା ପାଇଁ ୧ ହଜାର ୮୫ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories