www.samajalive.in
Saturday, December 13, 2025
26.1 C
Bhubaneswar

ଶ୍ରୀଜଗନ୍ନାଥ ଯୋଜନାରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ, ମାଗଣାରେ ଖାଇବେ ଅବଢ଼ା

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଶ୍ରୀଜଗନ୍ନାଥ ଯୋଜନା କାର୍ଯ୍ୟକାରୀ ହେବ। ଏ ନେଇ ସୋମବାର ବଜେଟରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଯୋଜନାରେ ସଦର ମହକୁମାଗୁଡ଼ିକରୁ ଶ୍ରଦ୍ଧାଳୁମାନଙ୍କୁ ମାଗଣାରେ ବସ ଯୋଗେ ଶ୍ରୀମନ୍ଦିର ଅଣାଯିବ। ସେମାନେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହା ସହିତ ଶ୍ରଦ୍ଧାଳୁମାନଙ୍କୁ ମାଗଣାରେ ଅବଢ଼ା ଖାଇବାକୁ ଦିଆଯିବ। ଏହି ଯୋଜନା ପାଇଁ ୩୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories