www.samajalive.in
Monday, December 15, 2025
24.1 C
Bhubaneswar

ଜ୍ଞାନେଶ୍ କୁମାର ନୂଆ ସିଇସି ନିଯୁକ୍ତ : ଆଜି ସରୁଛି ରାଜୀବ କୁମାରଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ: କେରଳ କ୍ୟାଡରର ପୂର୍ବତନ ଆଇଏଏସ୍ ଜ୍ଞାନେଶ କୁମାରଙ୍କୁ ଦେଶର ୨୬ତମ ମୁଖ୍ୟ ନିର୍ବାଚନ ଆୟୁକ୍ତ ଭାବେ ସୋମବାର ନିଯୁକ୍ତି ଦିଆଯାଇଛି। ଜ୍ଞାନେଶ ଏବେ ନିର୍ବାଚନ ଆୟୁକ୍ତ ଥିବାବେଳେ ତାଙ୍କୁ ସିଇସି ଭାବେ ପଦୋନ୍ନତି ଦିଆଯାଇଛି। ସେହିପରି ୧୯୮୯ ବ୍ୟାଚ୍ ହରିୟାଣା କ୍ୟାଡର ଆଇଏଏସ୍ ବିବେକ ଯୋଶୀଙ୍କୁ ନିର୍ବାଚନ ଆୟୁକ୍ତ ଭାବେ ନିଯୁକ୍ତି ଦିଆଯାଇଛି। ବର୍ତ୍ତମାନର ସିଇସି ରାଜୀବ କୁମାରଙ୍କ କାର୍ଯ୍ୟକାଳ ଆଜି ଶେଷ ହେଉଛି। ତେଣୁ ରାଜୀବ କୁମାରଙ୍କ ଠାରୁ ନୂଆ ସିଇସି ଭାବେ ଜ୍ଞାନେଶ  ଦାୟିତ୍ଵ ଗ୍ରହଣ କରିବେ। ସେ ୨୦୨୯ ଜାନୁଆରୀ ୨୬ ତାରିଖ ପର୍ଯ୍ୟନ୍ତ ଏହି ଦାୟିତ୍ଵ ନିର୍ବାହ କରିବେ।

Hot this week

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ସମାଜ ଡିଜିଟାଲ ଡେସ୍କ: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

Related Articles

Popular Categories