www.samajalive.in
Monday, December 8, 2025
14.1 C
Bhubaneswar

ବିଡିଓଙ୍କ ଗାଡି ଧକ୍କାରେ ସ୍କୁଟି ଆରୋହୀ ମୃତ

କୁଚିଣ୍ଡା : ବିଡିଓଙ୍କ ଗାଡି ଧକ୍କାରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣା ମଙ୍ଗଳବାର ମନ୍ତ୍ରୀମୁଣ୍ଡା ଛକରେ ଘଟିଛି । କୁଚିଣ୍ଡାକୁ ଫେରୁଥିବା ସମୟରେ ଗାଡି ଧକ୍କାରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ବିଡିଓଙ୍କ ଗାଡିର ଚାଳକକୁ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି । ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଦେଖନ୍ତୁ ଭିଡିଓ ; ଚଳନ୍ତା ଟ୍ରେନ୍‌ରେ ଯୁବତୀଙ୍କ ରିଲ୍ସ, ତା’ପରେ..

ଆଗେ ମାଡ ମାରି ପୁଣି ଫାଶୀରେ.. ଜାଣନ୍ତୁ ୪ ବର୍ଷର ଶିଶୁ କେମିତି ଖୋଲିଲା ମାଆ ହତ୍ୟାକାଣ୍ଡର ରହସ୍ୟ..

- Advertisement -

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories