www.samajalive.in
Sunday, December 14, 2025
26.1 C
Bhubaneswar

ଶିବଶଙ୍କର ସ୍ମାରକୀ କ୍ରିକେଟ୍ ଟୁର୍ଣାମେଣ୍ଟ, ସେମିଫାଇନାଲରେ ମାଣିଆଵନ୍ଧ

ଆଠଗଡ: ଷ୍ଟାର କ୍ରିକେଟ କ୍ଲବ ଆନୁକୁଲ୍ୟରେ ଆଠଗଡ ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଶିବଶଙ୍କର ସ୍ମାରକୀ କ୍ରିକେଟ୍ ଟୁର୍ଣାମେଣ୍ଟର ୪ର୍ଥ ଦିନରେ ପାଞ୍ଚଗାଁ କ୍ରିକେଟ କ୍ଲବକୁ ୫୭ ରନରେ ପରାସ୍ତ କରି ମାଣିଆଵନ୍ଧ କ୍ଲବ ସେମି ଫାଇନାଲରେ ପ୍ରବେଶ କରିଛି। ମାଣିଆବନ୍ଧ ଦଳ ପ୍ରଥମେ ବ୍ୟାଟିଂ ୨୦ଓଭରରେ ୯ ଉଇକେଟ ହରାଇ ୨୮୭ ରନ୍ ସଂଗ୍ରହ କରିଥିଲା। ପାଞ୍ଚଗାଁ ଦଳ ନିର୍ଦ୍ଧାରିତ ଓଭର ମଧ୍ୟରେ ସମସ୍ତ ଉଇକେଟ ହରାଇ ମାତ୍ର ୨୩୦ ରନ ସଂଗ୍ରହ କରିବାକୁ ସକ୍ଷମ ହୋଇଥିଲା ।ଆଜିର ମ୍ୟାଚକୁ ସୁବ୍ରତ ପାଲ୍ ଓ ପ୍ରତ୍ୟୁଷ ମହାପାତ୍ର ଅମ୍ପାୟର ଭାଵେ ପରିଚାଳନା କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories