www.samajalive.in
Saturday, December 13, 2025
26.1 C
Bhubaneswar

ଦୋକାନକୁ ଧକ୍କା ଦେଇ ବରଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ, ୧୨ ଆହତ

ସମାଜ ଡିଜିଟାଲ ଡେସ୍କ: ରାସ୍ତାକଡ଼ ଦୋକାନକୁ ଧକ୍କା ଦେଇ ଏକ ବରଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୨ ଜଣ ବରଯାତ୍ରୀ ଆହତ ହୋଇଛନ୍ତି। ବାଲେଶ୍ଵର ଜିଲା ଖଇରା ଥାନା ଅନ୍ତର୍ଗତ ପାଣିସାଉଁଳି ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ବରଯାତ୍ରୀ ବସଟି ନୀଳଗିରିରୁ ଔପଦା ଯାଉଥିଲା। ପାଣିସୁଆଁନି ନିକଟରେ ନିୟନ୍ତ୍ରଣ ହରାଇ ଏକ ଦୋକାନ ସହିତ ପିଟି ହୋଇଯାଇଥିଲା। ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories