www.samajalive.in
Monday, December 8, 2025
27.1 C
Bhubaneswar

“ସୋହମ”ଙ୍କୁ ହୃଦଘାତ

ଭୁବନେଶ୍ବର: ଓଡ଼ିଆ ସିନେ ଅଭିନେତା ତଥା ନାୟକ “ସୋହମ ସିଂ” ହୃଦଘାତର ଶିକାର ହୋଇଛନ୍ତି। ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସେ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି। ସୋହମ ଓଡ଼ିଆ ସିନେମା” ଅଜାତ ଶତ୍ରୁ”,”ଆଇ ଲଭ ୟୁ ପ୍ରିୟା”,”ରାଓଡ଼ି ରାଜା”ରେ ମୁଖ୍ୟ ନାୟକ ଭୂମିକା ନିର୍ବାହ କରିଛନ୍ତି। ସେ ଧିରେ ଧିରେ ସୁସ୍ଥ ହେଉଥିବା ସହ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସୁଥିବାରୁ ପ୍ରଶଂସକଙ୍କୁ ଆଶ୍ୱସ୍ତି ମିଳିଛି। ଫିଟନେସକୁ ଗୁରୁତ୍ୱ ଦେଉଥିବା ସୋହମ ସିଂଙ୍କୁ ହଠାତ ହୃଦଘାତକୁ କେହି ସହଜରେ ବିଶ୍ୱାସ କରି ପାରୁ ନାହାନ୍ତି । ସୋହୋମ ଏକ ଆକ୍ସନ ସିନେମା ପାଇଁ ପ୍ରସ୍ତୁତ ହେଉଥିଲେ। ଏବେ ତାଙ୍କର ଏକ ଶୋ , ଏକ ଘରୋଇ ଚ୍ୟାନେଲରେ ପ୍ରସାରିତ ହେଉଛି।

ଦେଖନ୍ତୁ ଭିଡିଓ ; ଚଳନ୍ତା ଟ୍ରେନ୍‌ରେ ଯୁବତୀଙ୍କ ରିଲ୍ସ, ତା’ପରେ..

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories