www.samajalive.in
Sunday, December 14, 2025
19.1 C
Bhubaneswar

ଅପରାହ୍ନ ୪ଟା ଯାଏ ବିଧାନସଭା ମୁଲତବି

ସମାଜ ଡିଜିଟାଲ ଡେସ୍କ: ବୁଧବାର ବିଧାନସଭା ଆରମ୍ଭରୁ ପ୍ରବଳ ହଟ୍ଟଗୋଳ ହୋଇଛି। ଫଳରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏ ମୁଲତବି ଘୋଷଣା କରିଛନ୍ତି। ପ୍ରଶ୍ନ କାଳ ଆରମ୍ଭରୁ ବିରୋଧୀ ବିଜେଡି ଏବଂ କଂଗ୍ରେସ ପକ୍ଷରୁ ହଟ୍ଟଗୋଳ ଆରମ୍ଭ ହୋଇଥିଲା। ମହିଳାଙ୍କ ସୁରକ୍ଷା ଦାବି ଏବଂ ମିଶନଶକ୍ତି ଇସି ପୁନର୍ଗଠନ ଦାବିରେ ବିରୋଧୀ ସଦସ୍ୟମାନେ ପ୍ରବଳ ହୋହଲ୍ଲା କରିଥିଲେ। ଫଳରେ ଗୃହ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ସେମାନଙ୍କୁ ଶାନ୍ତ ହେବାକୁ ବାଚସ୍ପତି କହିଥିଲେ ହେଁ ସଦସ୍ୟମାନେ ଶୁଣି ନ ଥିଲେ। ଫଳରେ ବାଚସ୍ପତି ବାଧ୍ୟ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଥିଲେ। ବିଜେଡି ସଦସ୍ୟମାନେ ଗୃହରୁ ବାହାରକୁ ଆସି ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ତଳେ ଧାରଣା ଦେଇଛନ୍ତି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories