www.samajalive.in
Monday, December 15, 2025
24.1 C
Bhubaneswar

ଲାଞ୍ଚ ନେଉଥିଲେ ଡେପୁଟି କଲେକ୍ଟର; ମାଡି ବସିଲା ଭିଜିଲାନ୍ସ

କେନ୍ଦୁଝରଗଡ : ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଡେପୁଟି କଲେକ୍ଟର। ଜମିଜମା ମାମଲାରେ କେନ୍ଦୁଝର ଭୂ-ଅର୍ଜନ ଉପବିଭାଗର ଡେପୁଟି କଲେକ୍ଟର ଶରତ ଗିରି ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ବୁଧବାର ଭିଜିଲାନ୍ସ ଜାଲରେ ଧରା ପଡିଛନ୍ତି । ସେ ଲାଞ୍ଚ ଟଙ୍କା ନେଉଥିବା ବେଳେ ଧରାପଡିଛନ୍ତି। ଭିଜିଲାନ୍ସ ଟିମ୍‌ ତାଙ୍କୁ ପଚରାଉଚରା କରୁଛି। ତାଙ୍କର କାର୍ଯ୍ୟାଳୟ ସମେତ ଅନ୍ୟାନ୍ୟ ସ୍ଥାନରେ ଭିଜିଲାନ୍ସ ଟିମ୍‌ ଏକକାଳୀନ ଚଢାଉ ଜାରି ରଖିଛି।
ସୂଚନା ଅନୁଯାୟୀ, ଚିତ୍ରସେନ ବ୍ରହ୍ମଙ୍କ ଠାରୁ ୫୦ ହଜାର ଟଙ୍କା ଲଞ୍ଚ ନେବାବେଳେ ଶରତ ଗିରି ଧରାପଡିଛନ୍ତି । ୨୦ ନମ୍ବର ଜାତୀୟ ରାଜପଥର ବନାଯୋଡି ଦେଇ ଯାଇଥିବା ୬ ଥାକିଆ ରାସ୍ତା (୬ ଲେନ ରାସ୍ତା) ପାଇଁ ଚିତ୍ରସେନ ବ୍ରହ୍ମଙ୍କର ଦେଢ଼ ଏକର ଜମି ପାଇଁ ସେ ୬ ଲକ୍ଷ ୯୬ ହଜାର ଟଙ୍କା କ୍ଷତିପୂରଣ ପାଇବାର ଥିଲା। ହେଲେ ଏହି ଟଙ୍କା ଦେବାକୁ ଶରତ ଗିରି ୧୦ ପ୍ରତିଶତ ହିସାବରେ ୭୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଆଜି ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।

ଆଜି ବନକଲାଗି ନୀତି; କାଳିଆ ଦର୍ଶନ ବନ୍ଦ

୨୭ ଫେବୃଆରୀରେ ଶକ୍ତିଶାଳୀ ଲକ୍ଷ୍ମୀ ନାରାୟଣ ରାଜଯୋଗ : ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବ ବିବାହ, ହେବେ ମାଲାମାଲ୍‌..

- Advertisement -

ଦେଖନ୍ତୁ ଭିଡିଓ; କେମିତି ହଠାତ୍‌ କ୍ଲିନିକ୍‌ରେ ଆକ୍ରମଣ କରି ଯୁବକଙ୍କୁ କ୍ଷତାକ୍ତ କଲା କୁୁକୁର.. 

Hot this week

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ସମାଜ ଡିଜିଟାଲ ଡେସ୍କ: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

Related Articles

Popular Categories