www.samajalive.in
Monday, December 15, 2025
24.1 C
Bhubaneswar

କାଲି ଠାରୁ ୪ ଦିନ ପ୍ରବଳ ବର୍ଷା! ବିଜୁଳି ଘଡଘଡି ସହ ଝଡ ବର୍ଷା ନେଇ ସତର୍କ ସୂଚନା ଜାରି

ଭୁବନେଶ୍ୱର : ଆସୁଛି ବର୍ଷା । ପୁଣି ଭିଜିବ ଓଡିଶା । ପଶ୍ଚିମାଝଡ ସହ ଟ୍ରପ୍‌ଲାଇନ ସକ୍ରିୟ ରହିଛି । ଏହାର ପ୍ରଭାବରେ ଫେବୃଆରୀ ୨୦ରୁ ୨୩ ତାରିଖ ଅର୍ଥାତ୍‌ ଗୁରୁବାର ଠାରୁ ରବିବାର ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ନେଇ ବୁଧବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଅର୍ଦ୍ଧାଧିକ ଜିଲାରେ ବର୍ଷା ସମ୍ଭାବନା ରହିଛି । ୨୦ ତାରିଖରେ ୩ ଜିଲାକୁ ଅରେଞ୍ଜ ଓ ୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୧ ତାରିଖରେ ୭ ଜିଲାକୁ ଅରେଞ୍ଜ ଓ ୧୨ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୨ ଓ ୨୩ ତାରିଖରେ ମଧ୍ୟ ଉତ୍ତର ଓ ଉପକୂଳରେ ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡଘଡି ସହ ଝଡ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱରକୁ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅପରାହ୍ଣ ସମୟରେ ବଜ୍ରପାତ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ସତର୍କତା ଜାରି କରିଛି ।

ଅଦ୍ଭୁତ ମନ୍ଦିର.. ଜାଣନ୍ତୁ କାହିଁକି ଏଠାରେ ପ୍ରଭୁ ହନୁମାନଙ୍କୁ ଡାକ୍ତର ରୂପେ କରାଯାଏ ପୂଜାର୍ଚ୍ଚନା

୨୭ ଫେବୃଆରୀରେ ଶକ୍ତିଶାଳୀ ଲକ୍ଷ୍ମୀ ନାରାୟଣ ରାଜଯୋଗ : ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବ ବିବାହ, ହେବେ ମାଲାମାଲ୍‌..

- Advertisement -

 

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories