www.samajalive.in
Sunday, December 14, 2025
19.1 C
Bhubaneswar

କ୍ୟାମ୍ପସ୍‌କୁ ଫେରିବାକୁ ନେପାଳୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌

ଭୁବନେଶ୍ୱର : କିଟ୍‌ରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ଜାରି ରହିଛି। ନେପାଳର କାଉନସେଲର ସଞ୍ଜୀବ ଦାସବର୍ମା,ନବୀନରାଜ ଅଧିକାରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କିଟ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ନ୍ୟାୟ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କିଟ୍‌ କ୍ୟାମ୍ପସ୍‌ରେ ପୁଣି ଥରେ ଶାନ୍ତି ଫେରିବ ବୋଲି କହିଛନ୍ତି। କ୍ୟାମ୍ପସ୍‌କୁ ଫେରିବାକୁ ନେପାଳୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଅପିଲ୍‌ କରିଛନ୍ତି। ନେପାଳ ଅଫିସିଆଲଙ୍କ ସହ ଷ୍ଟେଟ ଗେଷ୍ଟ ହାଉସ୍‌ରେ ଘଟଣା ବିଷୟରେ ଆଲୋଚନା କରାଯାଇଛି। ମନ୍ତ୍ରୀ ମୁକେଶ ମହାଲିଙ୍ଗ, ସୂର୍ଯ୍ୟବଂଶୀ ସୂରଜ ଓ ମୁଖ୍ୟ ସଚିବଙ୍କ ସହ ଆଲୋଚନା କରିଛନ୍ତି। ନେପାଳ ବୈଦେଶିକ ମନ୍ତ୍ରୀ ମଧ୍ୟ ସୂର୍ଯ୍ୟବଂଶୀଙ୍କ ସହ କଥା ହୋଇଛନ୍ତି।

କାଲି ଠାରୁ ୪ ଦିନ ପ୍ରବଳ ବର୍ଷା! ବିଜୁଳି ଘଡଘଡି ସହ ଝଡ ବର୍ଷା ନେଇ ସତର୍କ ସୂଚନା ଜାରି

ଅଦ୍ଭୁତ ମନ୍ଦିର.. ଜାଣନ୍ତୁ କାହିଁକି ଏଠାରେ ପ୍ରଭୁ ହନୁମାନଙ୍କୁ ଡାକ୍ତର ରୂପେ କରାଯାଏ ପୂଜାର୍ଚ୍ଚନା

- Advertisement -

୨୭ ଫେବୃଆରୀରେ ଶକ୍ତିଶାଳୀ ଲକ୍ଷ୍ମୀ ନାରାୟଣ ରାଜଯୋଗ : ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବ ବିବାହ, ହେବେ ମାଲାମାଲ୍‌..

 

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories