www.samajalive.in
Sunday, December 14, 2025
19.1 C
Bhubaneswar

ଘରୁ ଟାଣି ଆଣି ୨ ଜଣଙ୍କୁ ନିର୍ମମ ହତ୍ୟା କଲେ ମାଓବାଦୀ

ଛତିଶଗଡ : ପୁଣି ଥରେ ମାଓବାଦୀଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଛି । ଘରୁ ଟାଣି ଆଣି ୨ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ଗୁରୁବାର ଏହି ଘଟଣା ସାମ୍ନାକୁ ଆସିବା ପରେ ହଇଚଇ ସୃଷ୍ଟି ହୋଇଛି। ଛତିଶଗଡରେ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଚାଲିଛି। ଏହି ସମୟରେ ମାଓବାଦୀଙ୍କ ଏହି ବର୍ବରକାଣ୍ଡ ଦେଖାଯାଇଛି। ବିଜାପୁର ଜିଲା କୁସଲନାର ଗାଁରେ ୨ ଜଣଙ୍କ ଗଳାକାଟି ମାଓବାଦୀ ନିର୍ମମ ଭାବେ ହତ୍ୟା କରିଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଶିକ୍ଷକ ଓ ଜଣେ ଗ୍ରାମବାସୀ ରହିଛନ୍ତି। ପଞ୍ଚାୟତ ନିର୍ବାଚନ ବର୍ଜନ ପାଇଁ ମାଓବାଦୀ ଆହ୍ୱାନ ଦେଇଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୁରକ୍ଷାକର୍ମୀ କୁମ୍ବିଂ ଅପରେସନ ଆରମ୍ଭ କରିଛନ୍ତି।

ମହାଶିବରାତ୍ରୀରୁ ଭାଗ୍ୟଶାଳୀ ହେବେ ପ୍ରଭୁ ଶିବଶଙ୍କରଙ୍କ ପ୍ରିୟ ଏହି ରାଶି: ମିଳିବ ଧନ, ଦୂର ହେବ ଚିନ୍ତା..

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories