www.samajalive.in
Monday, December 8, 2025
27.1 C
Bhubaneswar

୬ ମାସର ଛୁଆ ଆଗରେ ମା’କୁ ହତ୍ୟା !

ସମାଜ ଡିଜିଟାଲ ଡେସ୍କ: ଯୌତୁକ ପାଇଁ ବୋହୂକୁ ହତ୍ୟା କଲେ ଶାଶୁ ଘର​‌ ଲୋକେ। ଏଭଳି ଘଟଣା ସାମ୍ନାକୁ ଆସିଛି କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ଜରିପଡ଼ା ପଞ୍ଚାୟତର ସମୁଦ୍ରପୁର ଗାଁରେ। ୬ମାସର ଛୁଆ ଆଗରେ ମା’କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ପରିବାର ଲୋକେ। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଘର ଭିତରୁ ମୃତଦେହକୁ ଉଦ୍ଧାର କରାଯାଇଛି। ଶାଶୁଘର ଲୋକଙ୍କ ନାଁରେ ବାପଘର ପକ୍ଷରୁ ଥାନାରେ ଅଭିଯୋଗ କରାଯାଇଛି। ଘଟଣା ପରେ ଶାଶୁଘର ଲୋକେ ଫେରାର ହୋଇଯାଇଥିବା ଜଣାପଡ଼ିଛି।

Hot this week

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

Related Articles

Popular Categories