www.samajalive.in
Saturday, December 6, 2025
19.1 C
Bhubaneswar

ଦେଖନ୍ତୁ ଭିଡିଓ: କିପରି ହେଲା ଭାରତ୍ତୋଳିକାଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ରାଜସ୍ଥାନର ବିକାନେରରେ ଏକ ଜିମରେ ଅଭ୍ୟାସ ସମୟରେ ଭାରତ୍ତୋଳିକା ୟଷ୍ଟିକା ଆଚାର୍ଯ୍ୟଙ୍କ ମୃତ୍ୟୁ ଘଟିଥିଲା। ଘଟଣା ସମୟର ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହେବା ପରେ ସମସ୍ତଙ୍କୁ ଚକ୍କିତ କରିଛି। ୧୭ ବର୍ଷୀୟା ଏହି ଭାରତ୍ତୋଳିକା ୟଷ୍ଟିକା ଜଣେ ଜାତୀୟ ସ୍ତରର କ୍ରୀଡ଼ାବିତ ଥିଲେ। ୨୭୦ କିଲୋଗ୍ରାମ ଓଜନର ଲୁହା ବାର୍‌ କାନ୍ଧରେ ରଖି ସ୍କ୍ବାଟ୍‌ ମାରିବାକୁ ଉଦ୍ୟମ କରିବା ସମୟରେ ନିୟନ୍ତ୍ରଣ ହରାଇବାରୁ ଲୁହା ବାର୍‌ବେଲ୍‌ ତାଙ୍କ ବେକ ଉପରେ ପଡ଼ିଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories