www.samajalive.in
Sunday, December 14, 2025
19.1 C
Bhubaneswar

ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ

ଭୁବନେଶ୍ୱର : ଚଳିତ ମାସ ୨୬ ତାରିଖରେ ପାଳନ କରାଯିବ ଜାଗର ବା ମହାଶିବରାତ୍ରୀ । ଏଥିପାଇଁ ରାଜଧାନୀ ଭୁବନେଶ୍ୱର ସ୍ଥିତ ଲିଙ୍ଗରାଜ ମନ୍ଦିର ସହ ଅନ୍ୟାନ୍ୟ ଶୈବ ପୀଠରେ ପ୍ରସ୍ତୁତି ଜୋରଦାର କରାଯାଉଛି । ମହାପ୍ରଭୁ ଲିଙ୍ଗରାଜଙ୍କ ପ୍ରସିଦ୍ଧ ଜାଗର ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଶେଷ ହୋଇଛି ।
ରାତି ୧୦ଟାରେ ମହାଦୀପ ଉଠାଇବାକୁ ନିଷ୍ପତ୍ତି ନିଆଯାଇଛି। ଭକ୍ତମାନେ କିଭଳି ଭାବେ ଶୃଙ୍ଖଳିତ ଦର୍ଶନ କରିବେ ଏବଂ ଦୀପ ଜାଳି ପାରିବେ ସେ ନେଇ ବ୍ୟାପକ ଆୟୋଜନ କରାଯାଇଛି । ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ଦର୍ଶନ ସୁପରିଚଳନା ପାଇଁ ୩୫ ପ୍ଲାଟୁନ ପୁଲିସ ଫୋର୍ସ ଓ ୨୦୦ରୁ ଊର୍ଦ୍ଧ୍ବ ଅଧିକାରୀ ନିୟୋଜିତ ହେବେ ବୋଲି ପୁଲିସ କମିଶନର କହିଛନ୍ତି। ଟ୍ରାଫିକ ନିୟନ୍ତ୍ର ପାଇଁ ମଧ୍ୟ ବ୍ୟବସ୍ଥା କରାଯିବା ସହ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଛି।

ଦେଖନ୍ତୁ ଭିଡିଓ; ଉଡନ୍ତା ଗୁଣ୍ଡୁଚିମୂଷା, ଲୋକେ କହିଲେ ପ୍ରକୃତିର ଚମତ୍କାର..

ମହାଶିବରାତ୍ରୀରୁ ଭାଗ୍ୟଶାଳୀ ହେବେ ପ୍ରଭୁ ଶିବଶଙ୍କରଙ୍କ ପ୍ରିୟ ଏହି ରାଶି: ମିଳିବ ଧନ, ଦୂର ହେବ ଚିନ୍ତା..

- Advertisement -

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories