www.samajalive.in
Sunday, December 7, 2025
14.1 C
Bhubaneswar

ନବୀନଙ୍କୁ ଭେଟିଲେ ଅଭିନେତା ଦଲିପ ତାହିଲ

ଭୁବନେଶ୍ଵର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ଲୋକପ୍ରିୟ ବଲିଉଡ଼ ଅଭିନେତା ଦଲିପ ତାହିଲ। ଓଡ଼ିଶା ଆସିଥିବାବେଳେ ଗୁରୁବାର ନବୀନ ନିବାସରେ ନବୀନଙ୍କୁ ଭେଟିଛନ୍ତି ଅଭିନେତା। ଏଠାରେ ସୂଚନାଯୋଗ୍ୟ, ଦଲିପଙ୍କ ପିତା ଘନଶାମ୍ ଜେଠାନନ୍ଦ ତାହିଲରମଣି ବିଜୁ ପଟ୍ଟନାୟକଙ୍କ କଳିଙ୍ଗ ଏୟାର ଓ୍ବେଜ୍‌ରେ ପାଇଲଟ୍‌ ଥିଲେ।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories