www.samajalive.in
Tuesday, December 9, 2025
16.1 C
Bhubaneswar

ସର୍ଟ ସର୍କିଟରେ ଜଳିଗଲା ୨ ବଖରା ଘର

କାମାକ୍ଷାନଗର: କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ସର୍ଟ ସର୍କିଟରେ ଜଳିଗଲା ୨ ବଖରା ଘର। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାରୁ ପାଖ ଘର ଗୁଡିକ ନିଆଁରୁ ରକ୍ଷା ପାଇ ଯାଇଥିଲା। ଏହି ଅଗ୍ନିକାଣ୍ଡରେ ଗ୍ରାମର ମାୟାଧର ସେଠୀଙ୍କର ୨ ବଖରା ସହିତ ଘରେ ଥିବା ଆସବାବ ପତ୍ର ପୋଡି ପାଉଁଶ ହୋଇଯାଇଛି। ତହସିଲ ପକ୍ଷରୁ ବିପନ୍ନଙ୍କୁ ତୁରନ୍ତ ସରକାରୀ ସାହାଯ୍ୟ ଯୋଗେଇ ଦେବାକୁ ଗ୍ରାମବାସୀମାନେ ଦାବି କରିଛନ୍ତି।

ଏହି ମନିପ୍ଲାଣ୍ଟ ଥିଲେ ହୋଇଯିବେ କାଙ୍ଗାଳ; ଧନୀ ପାଖରେ ବି ରହିବନି ଟଙ୍କା..

ମହାଶିବରାତ୍ରୀରୁ ଭାଗ୍ୟଶାଳୀ ହେବେ ପ୍ରଭୁ ଶିବଶଙ୍କରଙ୍କ ପ୍ରିୟ ଏହି ରାଶି: ମିଳିବ ଧନ, ଦୂର ହେବ ଚିନ୍ତା..

- Advertisement -

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories