www.samajalive.in
Saturday, December 13, 2025
26.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଦିନ ଦ୍ଵିପ୍ରହରରେ ବନ୍ଧୁକ ମୁନରେ ଲୁଟ୍‌.. ମୟୁରଭଞ୍ଜ ବହଳଦା ଏସବିଆଇ ବ୍ୟାଙ୍କ ଶାଖାରୁ ଦିନ ୧୧ଟାରେ ବ୍ୟାଙ୍କରେ ପଶି ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କା ଲୁଟ୍‌..

ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ.. ଜାଗର ଯାତ୍ରା ପାଇଁ ପ୍ରସ୍ତୁତି ବୈଠକରେ ନିଷ୍ପତ୍ତି..

- Advertisement -

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ରେଖା ଗୁପ୍ତା.. ରାମଲୀଳା ମୈଦାନରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ..

ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣା.. ଅଭିଯୁକ୍ତ ସ୍ପାଇଡର ସତୀଶକୁ ନେଇ ସିନ୍ ରିକ୍ରିଏସନ କଲା ପୁଲିସ.. ନୟାପଲ୍ଲୀ ଭିଆଇପି ଏରିଆରେ ସିନ୍ ରିକ୍ରିଏସନ୍ କଲା ପୁଲିସ..

ରେମୁଣା ତହସିଲଦାର ବିଦ୍ୟାଧର ପତି ନିଲମ୍ବିତ.. ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଦ୍ୟାଧରଙ୍କୁ ଗିରଫ କରିଥିଲା ଭିଜିଲାନ୍ସ..

ସମ୍ବଲପୁର ବିଶ୍ବବିଦ୍ୟାଳୟ ଛାତ୍ରୀଙ୍କୁ ସଂଘବଦ୍ଧ ଆକ୍ରମଣ.. କ୍ଷତାକ୍ତ ଅବସ୍ଥାରେ ଉଦ୍ଧାର..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

Related Articles

Popular Categories