www.samajalive.in
Saturday, December 13, 2025
15.1 C
Bhubaneswar

ପ୍ରଧାନମନ୍ତ୍ରୀ କିଷାନ ଯୋଜନା ପାଇଁ ଆଧାର ବାଧ୍ୟ ନୁହେଁ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ କେନ୍ଦ୍ର ସରକାର ଦେବାକୁ ଥିବା ସହାୟତା ରାଶି ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। ପ୍ରଥମ ପର୍ଯ୍ୟାୟ କିସ୍ତି ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯାଇ ନାହିଁ। ପ୍ରଥମ ପର୍ଯ୍ୟାୟରେ ସରକାର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୨ହଜାର ଟଙ୍କା ଦିଆଯିବ। ତେବେ ପରବର୍ତ୍ତୀ କିସ୍ତି ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ କରାଯିବ। କେନ୍ଦ୍ର ସରକାରଙ୍କ ବଜେଟ୍ ଘୋଷଣା ଅନୁଯାୟୀ ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ବାର୍ଷିକ ୬୦୦୦ଟଙ୍କା ଲେଖାଏଁ ଦିଆଯିବ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories