www.samajalive.in
Sunday, December 7, 2025
14.1 C
Bhubaneswar

ଆନ୍ତର୍ଜତୀୟ ମାତୃଭାଷା ଦିବସ ପାଳିତ

ଫୁଲବାଣୀ: ଏହି ବ୍ଲକ ଅନ୍ତର୍ଗତ ତୁଡ଼ିପାଜୁ ସ୍ଥିତ ପି.ଏମ୍‌‌, ଶ୍ରୀ ନବୋଦୟ ବିଦ୍ୟାଳୟ ପରିସରରେ ଆନ୍ତର୍ଜତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଯତିନ୍ଦ୍ରନାଥ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଓଡ଼ିଆ ଅଧ୍ୟାପକ ଶ୍ରୀପତି ଚୌଧୁରୀ, ସୁଶ୍ରୀ ବସୁଧା ମିଶ୍ର, ପ୍ରାଚୀପ୍ରିୟଦର୍ଶନୀ ପ୍ରମୁଖ ଏହି ଦିବସ ଉପରେ ଆଲୋକପାତ କରିଥିଲେ। ଏହି ଅବସରର ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଗୀତ ଏବଂ ଅଭିନୟ ମାଧ୍ୟମରେ ବନ୍ଦେ ମୋ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories