www.samajalive.in
Saturday, December 6, 2025
15.1 C
Bhubaneswar

ଟ୍ରକ୍‌କୁ ପିଟିଲା କାର୍‌, ଦୁଇ ମୃତ

ଖୋର୍ଦ୍ଧା: ଟ୍ରକକୁ ପଛରୁ ପିଟିଲା କାର୍, ଦୁଇ ମୃତ। ଇନଫୋଭ୍ୟାଲି ଥାନା ପୀତାପଲ୍ଲୀ ଛକରେ ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଆଜି ସକାଳୁ ଏକ କାର୍ ଦ୍ରୁତ ଗତିରେ ଯାଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ସହ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ କାରରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଜଣେ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତାହତ ପୁରୀ ଚନ୍ଦନପୁର ଅଞ୍ଚଳର ହୋଇଥିବା ସୂଚନା ମିଳିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories