www.samajalive.in
Friday, December 12, 2025
16.1 C
Bhubaneswar

ଶସ୍ତା ହେବ କର୍କଟ ରୋଗ ଚିକିତ୍ସା: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ବ୍ୟୟବହୁଳ କର୍କଟ ରୋଗର ଚିକିତ୍ସା ଖର୍ଚ୍ଚ ହ୍ରାସ କରିବା ଲାଗି ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ବିଶ୍ବ କର୍କଟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କର୍କଟ ରୋଗକୁ ଆଗୁଆ ଚିହ୍ନଟ କରାଯାଇ ଏହାର ଚିକିତ୍ସା ଶସ୍ତା କରିବାକୁ ସରକାର ପଦକ୍ଷେପ ନେଇଛନ୍ତି। ଏଥିପାଇଁ ଗବେଷଣା ମଧ୍ୟ ଜାରି ରହିଛି। ଆୟୁଷ୍ମାନ ଭାରତ ଯୋଜନାରେ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories