www.samajalive.in
Saturday, December 13, 2025
21.1 C
Bhubaneswar

ଗୃହ ମୁଲତବୀ, ୭ରୁ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ବର : ୨୦୨୫-୨୬ ଆର୍ଥିକ ବର୍ଷ ବଜେଟ ଉପରେ ବିଧାନସଭାରେ ଶୁକ୍ରବାର ସାଧାରଣ ଆଲୋଚନା ଶେଷ ହୋଇଛି। ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଆସନ୍ତା ମାର୍ଚ୍ଚ ୭ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି। ଆସନ୍ତା ୭ତାରିଖରୁ ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories