www.samajalive.in
Sunday, December 7, 2025
26.1 C
Bhubaneswar

ସୁନା ଗହଣା ଲୁଟିଲେ, ଘର ଜାଳିଦେଲେ

ବାଲୁଗାଁ: କଳା କନା ବୁଲାଇଲେ , ଘର ଜାଳିଲେ। ଖୋର୍ଦ୍ଧା ବାଲୁଗାଁ ଥାନା ବେଲପଡାରେ ଦିନକୁ ଦିନ ଲୁଟେରାଙ୍କ ଆତଙ୍କରାଜ୍ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ବିଳମ୍ବିତ ରାତିରେ କିଛି ଲୁଟେରା ଘରେ କେହି ନଥିବାର ସୁଯୋଗ ନେଇ ଲୁଟ୍ କରିଛନ୍ତି। ଏପରିକି ଲୁଟ୍ ପରେ ଘର ଜାଳିବାକୁ ବି ପଛାଇ ନାହାନ୍ତି।  ପରିବାର ଲୋକ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବାବେଳେ ଏଭଳି ଅଘଟଣ ଘଟିଛି। ଘରେ ପଶି ଲକ୍ଷାଧିକ ଟଙ୍କାର ସୁନାଗହଣା ସହିତ ନଗଦ ୫୦ ହଜାର ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଲୁଟ ପରେ ଘରେ ନିଆଁ ମଧ୍ୟ ଲଗାଇ ଦେଇଛନ୍ତି। ଏନେଇ ଥାନାରେ ଏତଲା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories