www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟ ପୁଲିସ ଆଥଲେଟିକ ଚାମ୍ପିୟନସିପ୍ ଆରମ୍ଭ

ଡେସ୍କ: କଟକ ବକ୍ସିବଜାର ସ୍ଥିତ ରିଜର୍ଭ ପୁଲିସ ପଡିଆ ପରିସରରେ ଆଜି ୭୩ତମ ରାଜ୍ୟ ପୁଲିସ ଆଥଲେଟିକ ଚାମ୍ପିୟନସିପ୍ – ୨୦୨୫ ଆରମ୍ଭ ହୋଇଛି। ଗୁଇନ୍ଦା ବିଭାଗ ନିର୍ଦ୍ଦେଶକ ଆର. ପି. କୋଚେ ଆନୁଷ୍ଠାନିକ ଭାବେ ଏହାର ଶୁଭାରମ୍ଭ କରିଥିଲେ। ଏହି ଚମ୍ପିୟାନସିପରେ ସାରା ରାଜ୍ୟର ବିଭିନ୍ନ ରେଞ୍ଜ ଏବଂ ବାଟାଲିୟନରୁ ୪୧ଟି ପୁଲିସ ଟିମ ଅଂଶ ଗ୍ରହଣ କରିଥିବା ବେଳେ ସମୁଦାୟ ୭୯୭ ଜଣ ଖେଳାଳି ସାମିଲ ହୋଇଛନ୍ତି। ୬୬୫ ଜଣ ପୁରୁଷ ଓ ୧୩୨ ଜଣ ମହିଳା ଏହି ଚାମ୍ପିୟନସିପରେ ସାମିଲ ହୋଇଛନ୍ତି। ଆସନ୍ତା ୨୫ ତାରିଖରେ ଏହି ଚାମ୍ପିୟନସିପର ଉଦଯାପନୀ ସମାରୋହ ଅନୁଷ୍ଠିତ ହେବ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories