www.samajalive.in
Friday, December 5, 2025
17.1 C
Bhubaneswar

ଗୁଳିମାଡ଼: ଫାର୍ମ ହାଉସ ମାଲିକ ମୃତ, ପୁଲିସ ତଦନ୍ତ ଆରମ୍ଭ

ଢ଼େଙ୍କାନାଳ: ଗୁଳିମାଡ଼ରେ ଫାର୍ମ ହାଉସ ମାଲିକଙ୍କ ମୃତ୍ୟୁ ହୋଇଛି। ସେ ଶୋଇଥିବା ସମୟରେ କେହି ଦୁର୍ବୁତ୍ତ ତାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି।

ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଫାଶୀ ଗାଁ ନିକଟରେ ଥିବା ଏକ ଫାର୍ମ ହାଉସରେ ଗୁଳିକାଣ୍ଡ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଫାର୍ମ ହାଉସ ମାଲିକ ଗୋବିନ୍ଦ ନାୟକଙ୍କ ମୃତ୍ୟୁ ହୋଇଛି। ସେ ଶୋଇଥିବାବେଳେ ଦୁର୍ବୁତ୍ତମାନେ ଗୁଳିମାଡ଼ କରିଛନ୍ତି। ଫାର୍ମ ହାଉସ ମାଲିକ ଗୋବିନ୍ଦ ନାୟକଙ୍କୁ ଗୁଳିମାଡ଼ କରିବା ପରେ ଦୁର୍ବୁତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।

- Advertisement -

ଢେଙ୍କାନାଳ ସଦର ଥାନା ପୁଲିସ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଫାର୍ମ ହାଉସ ମାଲିକ ଗୋବିନ୍ଦ ନାୟକଙ୍କୁ କ’ଣ ପାଇଁ ଦୁର୍ବୁତ୍ତମାନେ ଗୁଳିମାଡ଼ କରିଛନ୍ତି ତାହାର ଅସ୍ପଷ୍ଟ ରହିଛି ଏବଂ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ଟିମ ଗଠନ କରାଯାଇଥିବା ସଦର ଥାନା ପୁଲିସ ସୂଚନା ଦେଇଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories