www.samajalive.in
Sunday, December 7, 2025
23.1 C
Bhubaneswar

ବାଇକ ଧକ୍କାରେ ଜଣେ ମୃତ, ପୁଲିସ ତଦନ୍ତ ଆରମ୍ଭ

ବଲାଙ୍ଗିର: ସିଭିଲ କୋର୍ଟ ଆଗରେ ବାଇକ ଧକ୍କାରେ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବାଇକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ପରିଚୟ ମିଳିଛି। ମୃତକ ତାଲପାଲିପଡ଼ାର ଅକ୍ଷୟ ମିଶ୍ର ବୋଲି ଜଣାପଡ଼ିଛି।

ଆଜି ଅକ୍ଷୟ ମିଶ୍ରି ରାସ୍ତା ପାର ହେଉଥିବାବେଳେ ତାଙ୍କୁ ଏକ ବାଇକ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଖବର ପାଇ ବଲାଙ୍ଗିର ପୁଳିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories