www.samajalive.in
Friday, December 5, 2025
17.1 C
Bhubaneswar

ମହାକୁମ୍ଭରେ ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ, ସୋମବାର ରାମଲାଲାଙ୍କୁ କରିବେ ଦର୍ଶନ

ନୂଆଦିଲ୍ଲୀ : ମହାସ୍ନାନ ର ଶେଷ ସପ୍ତାହ। ଆଉ ଦୁଇ ତିନି ଦିନ ପରେ ପୁରା ଖାଁ ଖାଁ ହେବାକୁ ଯାଉଛି ସଙ୍ଗମ ସ୍ଥଳ। ୨୬ ତାରିଖରେ ମହାକୁମ୍ଭ ସରିବାକୁ ଯାଉଛି। ଏଥିଲାଗି ଦେଶର କୋଣ ଅନୁକୋଣରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ପରିଲକ୍ଷିତ ହେଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତ୍ରିବେଣୀ ସଙ୍ଗମରେ ବୁଡ ପକାଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ପ୍ରୟାଗରାଜରେ ରହିବାର କାର୍ଯ୍ୟକ୍ରମ ଥିବାବେଳେ ଆସନ୍ତାକାଲି(ସୋମବାର) ଅଯୋଧ୍ୟା ରାମ ମନ୍ଦିର ଯାଇ ରାମଲାଲାଙ୍କୁ ଦର୍ଶନ କରିବେ। ପରେ ବାରଣାସୀ ଯିବେ। ଏବଂ ସେଠାରେ ରାତ୍ରିଯାପନ କରିବା ପରେ ମଙ୍ଗଳବାର ଅପରାହ୍ନରେ ଭୁବନେଶ୍ଵରରେ ପହଞ୍ଚିବା ନେଇ ସୂଚନା ରହିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories