www.samajalive.in
Sunday, December 7, 2025
23.1 C
Bhubaneswar

ଆଜି ଚାଷୀ ପାଇବେ ପିଏମ୍ କିଷାନ ଟଙ୍କା

ନୂଆଦିଲ୍ଲୀ: ଚାଷୀଙ୍କ ପାଇଁ ଖୁସି ଖବର। ଆଜି କୃଷକଙ୍କ ଖାତାକୁ ଆସିବ ପିଏମ୍ କିଷାନ ଟଙ୍କା। ଦେଶର ପ୍ରାୟ ୯ କୋଟି ଚାଷୀଙ୍କ ଖାତାକୁ ୨ ହଜାର ଲେଖାଏଁ ଟଙ୍କା ଆସିବ। ପିଏମ୍ ମୋଦୀ ଡିବିଟି ଜରିଆ​‌ରେ ଏହି ଟଙ୍କା ଚାଷୀ ଆକାଉଣ୍ଟକୁ ପଠାଯିବ। ସରକାର ଏହି କିସ୍ତି ପାଇଁ ୨୦ ହଜାର କୋଟିରୁ ଅଧିକ ଅର୍ଥ ବ୍ୟୟବରାଦ କରିଛନ୍ତି। ୨୦୨୪ ଅକ୍ଟୋବର ୫ ତାରିଖରେ ମହାରାଷ୍ଟ୍ରରୁ ୧୮ତମ କିସ୍ତି ପ୍ରଦାନ କରାଯାଇଥିବାବେଳେ ଆଜି ବିହାରରୁ ୧୯ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଇବେ ପ୍ରଧାନମନ୍ତ୍ରୀ ମୋଦୀ। ଏହି ଯୋଜନାରେ ଚାଷୀଙ୍କୁ ପ୍ରତିବର୍ଷ ୩ଟି କିସ୍ତିରେ ୬ ହଜାର ଟଙ୍କା ପ୍ରଦାନ କରାଯାଉଛି। ପିଏମ କିଷାନ ଯୋଜନା ହେଉଛି ଏକ କେନ୍ଦ୍ରୀୟ କୃଷି କଲ୍ୟାଣ ଯୋଜନା। ୨୦୧୯ ଫେବୃଆରୀ ମାସରେ ମୋଦୀ ସରକାର ଏହାକୁ ଆରମ୍ଭ କରିଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories