www.samajalive.in
Sunday, December 14, 2025
23.1 C
Bhubaneswar

ଟ୍ୱିନ୍‌ ସିଟି ଜଗିବ ଏଆଇ କ୍ୟାମେରା ; ଟ୍ରାଫିକ୍‌ ଠାରୁ ଆରମ୍ଭ କରି ଆପାର୍ଟମେଣ୍ଟ..

ଭୁବନେଶ୍ୱର : ଟ୍ୱିନ୍‌ ସିଟି କଟକ ଓ ଭୁବନେଶ୍ୱରରେ ଲାଗିବ ଏଆଇ କ୍ୟାମେରା। ଏନେଇ ସୋମବାର ପୁଲିସ କମିଶନର ସୁରେଶ ଦେବଦତ୍ତସିଂ ସୂଚନା ଦେଇଛନ୍ତି। ଟ୍ରାଫିକ୍‌ ଖିଲାପକାରୀ ସହ ଅପରାଧୀଙ୍କୁ ଧରିବ ଉଚ୍ଚମାନର ଏଆଇ କ୍ୟାମେରା। ଟେକ୍ନୋଲୋଜି ଜରିଆରେ ଅପରାଧ ରୋକିବାକୁ ପୁଲିସ ପକ୍ଷରୁ ଗୁରୁତ୍ୱ ପଦକ୍ଷେପ ଗ୍ରହଣ କରାଯାଉଛି । ଲୋକଙ୍କ ସୁରକ୍ଷା ପାଇଁ ପାଟ୍ରୋଲିଂ ବ୍ୟାପକ କରିବ ପୁଲିସ। ଆପାର୍ଟମେଣ୍ଟରେ ବ୍ୟାପକ ସିସିଟିଭି,ସିକ୍ୟୁରିଟି ଗାର୍ଡ ମୁତୟନକୁ ମଧ୍ୟ ଗୁରୁତ୍ୱ ଦିଆଯିବ।

ଖୁବ୍‌ ଖାସ୍‌ ଏବର୍ଷର ଶିବରାତ୍ରୀ: ୧୪୯ ବର୍ଷ ପରେ ତ୍ରିଗ୍ରହୀ ଯୋଗ, ଏହି ରାଶି ହେବେ ମାଲାମାଲ୍‌, ଭାଗ୍ୟଶାଳୀ, ରହିବନି ଚିନ୍ତା ..

ଦେଖନ୍ତୁ ଭିଡିଓ ; ବିରାଟଙ୍କ ଶତକ ପରେ ପାକିସ୍ତାନରେ ବି ଉତ୍ସବ ପାଳନ

- Advertisement -

ଦେଖନ୍ତୁ ଭିଡିଓ ; ନିଶାସକ୍ତ ଅବସ୍ଥାରେ କୁମ୍ଭୀର ଭର୍ତ୍ତି ନଦୀକୁ ଡେଇଁଲେ, ତା’ପରେ..

କିଟ୍‌ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ; ଶୀଘ୍ର ତଦନ୍ତ ସାରି ନ୍ୟାୟ ଦେବାକୁ ନେପାଳ ମାନବାଧିକାର କମିଶନଙ୍କ ଚିଠି

 

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories