୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବ ତାପମାତ୍ରା

ଭୁବନେଶ୍ବର : ରାଜ୍ୟରେ ତାପମାତ୍ରା ଧିରେ ଧିରେ ବୃଦ୍ଧି ପାଉଛି । ଆଗକୁ ଆହୁରି ତାପମାତ୍ରା ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୪ ଦିନ ପରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ସେ ସୂଚନା ଦେଇଛନ୍ତି । ତେବେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ସେପରି କୌଣସି ଖାସ୍ ପରିବର୍ତ୍ତନ ହେବନି ।

Comments are closed.