www.samajalive.in
Friday, December 5, 2025
17.1 C
Bhubaneswar

ମାଟି ଅତଡା ଖସି ୩ ଶ୍ରମିକ ଗୁରୁତର

ବଣାଇ: ମାଟି ଅତଡା ଖସି ୩ ଶ୍ରମିକ ଗୁରୁତର। ସୁନ୍ଦରଗଡ ଜିଲ୍ଲା ବଣାଇ ବରସୁଆଁ ଦମାଳ ନିକଟରେ ଅଭାବନୀୟ ଘଟଣା ଘଟିଛି। ଆଜି ସକାଳେ କିଛି ଶ୍ରମିକ କାମ କଲାବେଳେ ହଠାତ୍ ମାଟି ଅତଡା ଖସିଛି। ଏଥିରେ ୩ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ମାଟି ତଳୁ ଉଦ୍ଧାର କରାଯାଇ ପ୍ରଥମେ ବଣାଇ ଏବଂ ପରେ ରାଉରକେଲା ଆଇଜିଏଚ୍‌ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories