www.samajalive.in
Tuesday, December 9, 2025
26.1 C
Bhubaneswar

ମହାଶିବରାତ୍ରୀ: ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପବିତ୍ର ମହାଶିବରାତ୍ରୀ। ଓମ୍ ନମଃ ଶିବାୟ ମନ୍ତ୍ରଧ୍ବନୀରେ ପ୍ରକମ୍ପିତ ହେଉଛି ରାଜ୍ୟର ସବୁ ଶିବାଳୟ। ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ । ଏକ୍ସରେ ଶୁଭେଚ୍ଛା ଜଣାଇ ମହାମହିମ ରାଷ୍ଟ୍ରପତି କହିଛନ୍ତି ଦେଶବାସୀଙ୍କୁ ପବିତ୍ର ମହାଶିବରାତ୍ରୀର ଶୁଭେଚ୍ଛା। ସମସ୍ତଙ୍କ ଉପରେ ମହାଦେବଙ୍କ ଆର୍ଶିବାଦ ରହୁ। ଦେଶ ନୀରନ୍ତର ଭାବେ ପ୍ରଗତି ପଥରେ ଆଗକୁ ବଢୁ। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ପବିତ୍ର ଶିବରାତ୍ରୀ ସମସ୍ତଙ୍କ ମନରେ ସୁଖ ସମୃଦ୍ଧି ଆଣନ୍ତୁ। ସମସ୍ତଙ୍କର ଜୀବନରେ ସୁଖ, ସମୃଦ୍ଧି ଓ ଉତ୍ତମ ସ୍ଵାସ୍ଥ୍ୟ କାମନା କରୁଛି। ଏହି ଦିବ୍ୟ ଅବସର ବିକଶିତ ଭାରତ ସଂକଳ୍ପକୁ ଆଗକୁ ଆହୁରି ମଜବୁତ୍ କରୁ।

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories