www.samajalive.in
Tuesday, December 9, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ ; ପାଇଖାନାରେ ଥିଲେ ଯୁବକ, ହଠାତ୍‌ ବାହାରିଲା ବିଷଧର ସାପ, ଆଉ ତା’ପରେ..

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାର ଭିଡିଓ ଭାଇରାଲ୍‌ ହୋଇଥାଏ । ଯାହା ଅନେକ ସମୟରେ ଆଶ୍ଚର୍ଯ୍ୟ ଚକିତ ସହ ଭୟଭୀତ କରିଥାଏ । ନିକଟରେ ସାପର ଏଭଳି ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ୍‌ ହେବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି।
ଭିଡିଓରେ ଦେଖି ପାରିବେ ପାଇଖାନା ଭିତରୁ ହଠାତ୍‌ କିଭଳି ଏକ ବିଷଧର ସାପ ବାହାରି ଆସୁଛି । ଭିଡିଓକୁ ଦେଖି ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଉଛନ୍ତି।


ଘରର ଜଣେ ସଦସ୍ୟ ପାଇଖାନା ବ୍ୟବହାର କରିବାକୁ ଯାଇଛନ୍ତି। ହଠାତ୍‌ ସେହି ସମୟରେ ବିଷଧର ସାପଟି ଭିତରୁ ହଠାତ୍‌ ବାହାରି ଆସୁଛି। ଏହାପରେ ସାପଟି ଲୁଚି ଯାଉଛି। ପରେ ସାପ ଧରାଳୀ ଆସି ସାପଟିକୁ ଜଙ୍ଗଲରେ ଛାଡି ଥିଲେ।

କିଟ୍‌ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା; ଉଚ୍ଚସ୍ତରୀୟ କମିିଟି ସମ୍ମୁଖରେ ୬ କର୍ମଚାରୀ ହାଜର

- Advertisement -

ଲିଙ୍ଗରାଜ ମନ୍ଦିରରେ ସେବାୟତ ଖସିପଡିବା ଘଟଣା; ପ୍ରଶାସନକୁ ଦାୟୀ କଲେ ସେବାୟତଙ୍କ ପୁଅ, କହିଲେ.. 

ଲକ୍ଷ୍ମୀ-ନାରାୟଣ ରାଜଯୋଗ ଆରମ୍ଭ: ଏହି ରାଶିଙ୍କ ବଢିବ ଦରମା, ଚାକିରି-ବ୍ୟବସାୟରେ ହେବ ଜବରଦସ୍ତ ଉନ୍ନତି..

 

Hot this week

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

Related Articles

Popular Categories