www.samajalive.in
Tuesday, December 9, 2025
16.1 C
Bhubaneswar

ଟ୍ରକ ଚାପାରେ ମହିଳା ମୃତ

ଭବାନୀପାଟଣା : ଆଜି ଭୋରରେ ସଦର ଥାନା ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଛକରେ ଟ୍ରକ୍ ଚାପାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଝାରକୁସୁମଖୁଣ୍ଟି ଗାଁର ଶଙ୍କର ମାଝିଙ୍କ ସ୍ତ୍ରୀ ଲକ୍ଷ୍ମୀ ମାଝି(୪୦) ବୋଲି ଜଣାପଡିଛି। ସକାଳୁ ଶୌଚ ପାଇଁ ଯାଉଥିବା ବେଳେ ସ୍ବାମୀ ସ୍ତ୍ରୀ ମୁଖ୍ୟ ରାସ୍ତାକୁ ଆସିଥିବା ବେଳେ ଦୁର୍ଘଟଣା ଘଟିଥିବା କୁହାଯାଉଛି। ଦୁର୍ଘଟଣା ପରେ ଟ୍ରକଟି ଖଡ଼ିଆଳ ପଟକୁ ଫେରାର ହୋଇଯାଇଥିଲା। ସଦର ଥାନା ପୁଲିସ ଘଟଣାର ତଦନ୍ତ କରୁଛି।

ଦେଖନ୍ତୁ ଭିଡିଓ ; ପାଇଖାନାରେ ଥିଲେ ଯୁବକ, ହଠାତ୍‌ ବାହାରିଲା ବିଷଧର ସାପ, ଆଉ ତା’ପରେ..

- Advertisement -

 

 

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories