www.samajalive.in
Sunday, December 14, 2025
26.1 C
Bhubaneswar

ମହିଳା ଟି-୨୦ ପ୍ରିମିୟର ଲିଗ, ଗୁଜୁରାଟ ଜାଏଣ୍ଟସକୁ ୧୨୬ ରନର ବିଜୟ ଲକ୍ଷ୍ୟ ଦେଲା ଆରସିବି

ଡେସ୍କ: ମହିଳା ଟି-୨୦ ପ୍ରିମିୟର ଲିଗରେ ଆଜି ବେଙ୍ଗାଲୁରୁର ଏମ. ଚିନ୍ନାସ୍ୱାମୀ ଷ୍ଟାଡିଅମରେ ଚାଲିଥିବା ମ୍ୟାଚରେ ଗୁଜୁରାଟ ଜାଏଣ୍ଟସକୁ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୧୨୬ ରନର ବିଜୟ ଲକ୍ଷ୍ୟ ଦେଇଛି। ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା ଗୁଜୁରାଟ ଜାଏଣ୍ଟସ। ନିର୍ଦ୍ଧାରିତ ୨୦ ଓଭରରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୭ଟି ୱିକେଟ ହରାଇ ୧୨୫ ରନ ସ୍କୋର କରିଥିଲା।

ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର କନିକା ଆହୁଜା ୨୮ଟି ବଲରେ ୩୩ ରନ ସ୍କୋର କରିଥିବା ବେଳେ ଅଧିନାୟିକା ସ୍ମୃତି ମନ୍ଧାନା ୧୦ ରନ ସ୍କୋର କରିଥିଲେ। ସମ୍ବାଦ ପ୍ରସ୍ତୁତ ହେବା ବେଳକୁ ଗୁଜୁରାଟ ଜାଏଣ୍ଟସ ୬ ଓଭରରେ ୧ଟି ୱିକେଟ ହରାଇ ୩୦ ରନ କରିଛି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories