www.samajalive.in
Monday, December 8, 2025
24.1 C
Bhubaneswar

ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ସ୍ୱାମୀ

ଦେବଗଡ : ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ମଦ୍ୟମ ସ୍ୱାମୀ । କୁଣ୍ଢେଇଗୋଳା ଥାନା ଝରାଡିହି ଗାଁରେ ଏହି ନିର୍ମମ ହତ୍ୟାକାଣ୍ଡ ଘଟିଥିବା ନେଇ ଶୁକ୍ରବାର ଖବର ସାମ୍ନାକୁ ଆସିଛି । ମୃତ ମହିଳା ଜଣକ ହେଲେ ଅରଖପାଳ ଗ୍ରାମର ରମେଶ ମାଝୀଙ୍କ ଝିଅ ଚଞ୍ଚଳା ପ୍ରଧାନ(୨୬)। ଚଞ୍ଚଳାଙ୍କ ଗତ ୮ ବର୍ଷ ପୂର୍ବେ ଜଗ ପ୍ରଧାନଙ୍କ ପୁଅ ବିଭୂତି ଭୂଷଣ ପ୍ରଧାନଙ୍କ ସହ ପ୍ରେମ ବିବାହ ହୋଇଥିଲା। ଚଞ୍ଚଳାଙ୍କ ୩ଟି ପୁତ୍ର ସନ୍ତାନ ରହିଛି।
ହତ୍ୟା ପରେ ଅଭିଯୁକ୍ତ ସ୍ୱାମୀ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ବେଳେ ପୁଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ମାର୍ଚ୍ଚରେ ଶୁକ୍ର ହେବେ ଅସ୍ତ ; ଏହି ୩ ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, ବଢିବ ଦରମା..

ଦେଖନ୍ତୁ ଭିଡିଓ ; କାର୍‌ ବାହାରେ ଠିଆ ହୋଇଥିଲା ସିଂହ, ଡୋର୍‌ ଖୋଲି ଦେଲେ ଯୁବକ, ଆଉ ତା’ରେ..

- Advertisement -

ମାର୍ଚ୍ଚ ୮ରେ ‘ସୁଭଦ୍ରା’ର ୨ୟ କିସ୍ତି ଟଙ୍କା

 

 

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories