www.samajalive.in
Friday, December 12, 2025
15.1 C
Bhubaneswar

ବଡ ଖବର ; ହିମସ୍ଖଳନରେ ଫସି ରହିଛନ୍ତି ୪୦ ଶ୍ରମିକ

ନୂଆଦିଲ୍ଲୀ : ଉତ୍ତରାଖଣ୍ଡ ବଦ୍ରିନାଥରେ ବଡ ଧରଣର ହିମସ୍ଖଳନ ହୋଇଥିବା ନେଇ ଶୁକ୍ରବାର ଖବର ମିଳିଛି । ଚମୋଲି ମାଣା ଗାଁରେ ରାସ୍ତା ନିର୍ମାଣ ବେଳେ ଏହି ହିମସ୍ଖଳନ ଘଟିଛି। ବରଫ ତଳେ ପ୍ରାୟ ୪୦ ଜଣ ଶ୍ରମିକ ଫସି ରହିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ୧୬ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ବିଆରଓ ଓ ଆଇଟିବିପି ଟିମ୍‌ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ପ୍ରବଳ ତୁଷାରପାତ ପରେ ଭୟଙ୍କର ହିମସ୍ଖଳନ ଘଟିଛି।

ମାର୍ଚ୍ଚରେ ଶୁକ୍ର ହେବେ ଅସ୍ତ ; ଏହି ୩ ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, ବଢିବ ଦରମା..

ଦେଶରେ ପ୍ରଥମ ; ପୋଷା ବିଲେଇଠାରେ ବାର୍ଡ ଫ୍ଲୁ ଚିହ୍ନଟ, ବୈଜ୍ଞାନିକ ଦେଲେ ସତର୍କ ସୂଚନା..

- Advertisement -

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories