www.samajalive.in
Monday, December 8, 2025
14.1 C
Bhubaneswar

ରାଜୀବ କୁମାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ  ପଶ୍ଚିମବଙ୍ଗ ସରକାରଙ୍କୁ ନିର୍ଦେଶ ଦେଲା କେନ୍ଦ୍ର ଗୃହ ବିଭାଗ

ନୂଆଦିଲ୍ଲୀ ..- କୋଲକତାର ପୁଲିସ କମିଶନର ଥିବା ରାଜୀବ କୁମାରଙ୍କ  ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ କେନ୍ଦ୍ର ଗୃହ ବିଭାଗ ପଶ୍ଚିମବଙ୍ଗ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି ।  ରାଜୀବ କୁମାର ସରକାରୀ ଚାକିରି କରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ସହ ଧାରଣାରେ ବସିଥିଲେ ।  ଚିଟ୍‌ ଫଣ୍ଡ ଦୁର୍ନିତୀ ପ୍ରସଙ୍ଗରେ ସିବିଆଇ  ତାଙ୍କର ସମ୍ପୃକ୍ତି ପ୍ରସଙ୍ଗରେ ତଦନ୍ତ କରୁଛି ।

ରାଜୀବୁ କୁମାର ଅଖିଳ ଭାରତୀୟ ସେବା ନିୟମ ଉଲ୍ଲଘଂନ କରୁଥିବା ଗୃହମନ୍ତ୍ରାଳୟ ପକ୍ଷରୁ ଅଭିଯୋଗ  କରାଯାଇଛି । ଏଆଇଏସ୍‌ ନିୟମ୧୯୬୮ର  ଧାରା ୩କ, ୫କ ଓ ୭ ଉଲ୍ଲଘଂନ କରାଉଥିବା ଦର୍ଶାଯାଇଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories