www.samajalive.in
Sunday, December 7, 2025
23.1 C
Bhubaneswar

ବସ୍‌-କଣ୍ଟେନର ଧକ୍କା ; ୧୦ ଆହତ

ଭଦ୍ରକ : ଭଣ୍ଡାରୀପୋଖରୀ ଥାନା ୧୬ ନମ୍ବର ଜାତୀୟ ରାଜପଥ ଛତାବର ନିକଟରେ ଶନିବାର ବସ୍‌କୁ ପଛରୁ କଣ୍ଟେନର ଧକ୍କା ଦେବାରୁ ଦୁର୍ଘଟଣାରେ ୧୦ ଆହତ ଆହତ ହୋଇଛନ୍ତି। ବସ୍‌କୁ ଧକ୍କା ଦେବା ପରେ ପଛକୁ ପଛ ପିଟି ହେଲେ ୨ କଣ୍ଟେନର। ଆହତ ଯାତ୍ରୀଙ୍କୁ ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ୪ ଯାତ୍ରୀଙ୍କୁ ଭଦ୍ରକରୁ କଟକ ସ୍ଥାନାନ୍ତର କରାଯାଇଛି। ବସ୍‌ଟି ଏକ ତୀର୍ଥଯାତ୍ରୀ ବସ୍‌ ହୋଇଥିବା ବେଳେ ଏହା ୬୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଟାଟାରୁ ପୁରୀ ଅଭିମୁଖେ ଆସୁଥିଲେ। ଖବର ପାଇ ଭଣ୍ଡାରୀପୋଖରୀ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଦେଖନ୍ତୁ ଭିଡିଓ ; ନଦୀରେ ମଜାରେ ଗାଧୋଉଥିଲେ ଯୁବକ, ହାତରେ ଧରି ପକାଇଲେ କୁମ୍ଭୀର, ଆଉ ତା’ପରେ..

୩୦ ବର୍ଷ ପରେ.. ଶନିଙ୍କ ସମେତ ଏହି ଶକ୍ତିଶାଳୀ ଗ୍ରହ ଚଳନ; ସୁନାଭଳି ଚମକିବ ଏହି ରାଶିଙ୍କ ଭାଗ୍ୟ, ହେବେ ମାଲାମାଲ୍‌..

- Advertisement -

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories