ଯାଜପୁର : ଶିବ ମନ୍ଦିର ପରିସରରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଶନିବାର ଉଦ୍ଧାର କରାଯାଇଛି । ଟାଉନ ଥାନା ମୋଟରାଙ୍ଗପାଳ ଗାଁ ମନ୍ଦିର ପରିସରରେ ଏହି ଅଭାବନୀୟ ଘଟଣା ଘଟିଛି । ମୃତ ଯୁବକ ଜଣକ ମୋଟରାଙ୍ଗପାଳ ଗାଁର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି ।
ଦେଖନ୍ତୁ ଭିଡିଓ ; ନଦୀରେ ମଜାରେ ଗାଧୋଉଥିଲେ ଯୁବକ, ହାତରେ ଧରି ପକାଇଲେ କୁମ୍ଭୀର, ଆଉ ତା’ପରେ..



