www.samajalive.in
Sunday, December 7, 2025
18.1 C
Bhubaneswar

ସହଦେବ ହତ୍ୟା ମାମଲା: ଆଉ ଜଣେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ବିଚ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ମାମଲା। ଅନ୍ୟତମ ଅଭିଯୁକ୍ତ ସୁଶାନ୍ତ ନାୟକ ଗିରଫ । କଟକ ଜିଲ୍ଲା କାନପୁର ଥାନା ଅଞ୍ଚଳରୁ ମଞ୍ଚେଶ୍ଵର ଥାନା ପୁଲିସ୍ ସୁଶାନ୍ତକୁ ଗିରଫ କରିଛି। ସୁଶାନ୍ତ ସହଦେବଙ୍କୁ ହତ୍ୟା କରିବା ପରେ ନିଜ ଗାଡି ଛାଡି ଫେରାର୍ ହୋଇଯାଇଥିଲା। ପୂର୍ବରୁ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ରମା ନାଏକ ମଞ୍ଚେଶ୍ୱର ଥାନାରେ ଆତ୍ମସମର୍ପଣ କରିଥିଲା। ଜାନୁଆରୀ ୮ ତାରିଖରେ ସଫେଇ କର୍ମଚାରୀ ସଭାପତି ସହଦେବ ନାୟକଙ୍କୁ ଅତି ବିଭତ୍ସ ଭାବେ ହତ୍ୟା କରାଯାଇଥିଲା। ଘଟଣା ପରଠାରୁ ରମା ନାଏକ ଫେରାର ଥିଲା। ପୁଲିସ ତାକୁ ଧରିବା ପାଇଁ ଖୋଜୁଥିଲା। ଆତ୍ମସର୍ମପଣ ପରେ ମଞ୍ଚେଶ୍ଵର ପୁଳିସ ରମା ନାଏକକୁ ଗିରଫ କରିଥିଲା। ତେବେ ଏହି ମାମଲାରେ ପୁଲିସ୍ ୭ ଜଣଙ୍କୁ ଗିରଫ କରିଥିବାବେଳେ ଆଜି ଜଣଙ୍କୁ ଗିରଫ କରିଛି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories