www.samajalive.in
Monday, December 8, 2025
24.1 C
Bhubaneswar

୬ ଏଟିଏମ ଲୁଟେରା ଗିରଫ

ସମାଜ ଡିଜିଟାଲ ଡେସ୍କ: ଏଟିଏମରୁ ଲୁଟରେ ସମ୍ପୃକ୍ତ ଥିବା ୬ ଲୁଟେରାଙ୍କୁ ଗିରଫ କରିଛି ପୁଲିସ। ଲିଙ୍ଗରାଜ ଥାନା ଅନ୍ତର୍ଗତ ସାମନ୍ତରାପୁରଠାରେ ଥିବା ଏକ ଏଟିଏମରୁ ଲୁଟ୍‌ ଘଟଣାରେ ଏହି ୬ ଲୁଟେରା ସମ୍ପୃକ୍ତ ଥିଲେ। ଉକ୍ତ ଏଟିଏମରୁ ୨୦ ଲକ୍ଷରୁ ଅଧିକ ଟଙ୍କା ଲୁଟ୍‌ ହୋଇଥିଲା। ଏହି ଘଟଣାରେ ଅନ୍ୟ ୨ ଜଣ ଆନ୍ତଃରାଜ୍ୟ ଲୁଟେରାଙ୍କ ସମ୍ପୃକ୍ତି ରହିଥିବାବେଳେ ସେମାନଙ୍କୁ ପୁଲିସ ଖୋଜୁଛି। ଗିରଫ ଅଭିଯୁକ୍ତମାନଙ୍କଠାରୁ ପୁଲିସ ୧ ଲକ୍ଷ ୭ ହଜାର ଟଙ୍କା ଜବତ ହୋଇଛି। ଅଭିଯୁକ୍ତମାନଙ୍କ ନାମରେ ଏକାଧିକ ମାମଲା ରହିଥିବା ପୁଲିସ ସୂତ୍ରରୁ ସୂଚନା ମିଳିଛି।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories