www.samajalive.in
Friday, December 12, 2025
19.1 C
Bhubaneswar

ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ହୁଇଲ ଚେୟାର ଦିବସ ପାଳିତ

କେନ୍ଦୁଝରଗଡ: ଜିଲ୍ଲା ପ୍ରଶାସନ କେନ୍ଦୁଝର ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୂଲ୍ୟରେ ଆଜି ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ହୁଇଲ ଚେୟାର ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରିଥିବା ଏକ ହୁଇଲ ଚେୟାର ଶୋଭାଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ସବୁଜ ପତାକା ପ୍ରଦର୍ଶନ କରି ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡେପୁଟି କଲେକ୍ଟର ପ୍ରଭୂ କଲ୍ୟାଣ ଦାସ, ଫିରୋଜ ଖାଁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବିପ୍ଳବ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories