www.samajalive.in
Sunday, December 7, 2025
14.1 C
Bhubaneswar

ଯୁବକଙ୍କୁ ଗଳାକାଟି ଫିଙ୍ଗିଦେଲେ ଦୁର୍ବୃତ୍ତ, ପୂର୍ବ ଶତ୍ରୁତାରୁ ହତ୍ୟା ଅଭିଯୋଗ

ମୋହନା : ଅଡ଼ବା ଥାନା କଟାମା ପାଣି ଟାଙ୍କି ନିକଟରୁ ଜଣେ ଯୁୁବକଙ୍କ ମୃତଦେହ ରକ୍ତାକ୍ତ ଅବସ୍ଥାରେ ପୁଲିସ ଉଦ୍ଧାର କରିଛି। ଅଡ଼ବା ଥାନା କଟାମା ପାଣି ଟାଙ୍କି ନିକଟରୁ ଜଣେ ଯୁୁବକଙ୍କ ମୃତଦେହ ପଡ଼ିଥିବା ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ସେଠାରୁ ଗଳାକଟା ଅବସ୍ଥାରେ ସେହି ଯୁବକର ମୃତଦେହକୁ ପୁଲିସ ଉଦ୍ଧାର କରିଥିଲା। ଦୁର୍ବୃତ୍ତମାନେ ଯୁବକଙ୍କୁ ଗଳାକାଟି ହତ୍ୟା କରିବା ପରେ କଟାମା ପାଣି ଟାଙ୍କି ନିକଟରେ ଫିଙ୍ଗିଦେଇଥିଲେ। ମୃତକ ଯୁବକ ଜଣଙ୍କ ତୁଆବାଡ଼ି ଗାଁର ବୋଲି ଜଣାପଡ଼ିଛି ଏବଂ ପୂର୍ବ ଶତ୍ରୁତାରୁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ବୋଲି ପୁଲିସ ସୂଚନା ଦେଇଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories