www.samajalive.in
Monday, December 8, 2025
20.1 C
Bhubaneswar

ପରିତ୍ୟକ୍ତ ଘରେ ବୃଦ୍ଧଙ୍କୁ ଗଳାକାଟି ହତ୍ୟା, ତଦନ୍ତ ଆରମ୍ଭ କଲା ପୁଲିସ

ଯାଜପୁର: ଯାଜପୁର ରୋଡ ମିଲିଟାରି ଛକ ନିକଟରେ ଥିବା ଏକ ପରିତ୍ୟକ୍ତ ଘରେ ଜଣେ ବୃଦ୍ଧଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପରିତ୍ୟକ୍ତ ଘରେ ବୃଦ୍ଧଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି। ଯାଜପୁର ରୋଡ ଥାନା ମିଲିଟାରି ଛକ ନିକଟ ପରିତ୍ୟକ୍ତ ଘରେ ବୃଦ୍ଧଙ୍କୁ ଗଳାକାଟି ହତ୍ୟା କରାଯାଇଛି ଏବଂ ବୃଦ୍ଧଙ୍କୁ ହତ୍ୟା ସନ୍ଦେହରେ ଜଣକୁ ଥାନାରେ ଅଟକ ରଖାଯାଇଛି ବୋଲି ପୁଲିସ ଦେଇଛି। ମୃତକ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡ଼ିଛି। ମୃତଦେହକୁ ଜବତ ପରେ ବ୍ୟବଚ୍ଛେଦ ପାଇଁ ପଠାଇ ଯାଜପୁର ରୋଡ ଥାନା ପୁଲିସ ତଦନ୍ତ ଆରମ୍ଭ କରିଛି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories