www.samajalive.in
Tuesday, December 9, 2025
23.1 C
Bhubaneswar

ଦେଖନ୍ତୁ ଭିଡିଓ ; ମଝି ଆକାଶରେ ବିମାନରେ ଲାଗିଲା ନିଆଁ..

ନୂଆଦିଲ୍ଲୀ : ମଝି ଆକାଶରେ ବିମାନରେ ଲାଗିଲା ନିଆଁ । ଏହାର ଭିଡିଓ ଦ୍ରୁତ ଗତିରେ ଭାଇରାଲ୍‌ ହେବା ସହ ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରୁଛି । ଉଡାଣ ଭରିବାର କିଛି ସମୟ ପରେ ବିମାନକୁ କରାଗଲା ଜରୁରୀ ଅବତରଣ । ଶନିବାର ସକାଳେ ଆମେରିକାର ନେୱାର୍କ ଲିବର୍ଟି ଅନ୍ତଃର୍ଜାତୀୟ ବିମାନବନ୍ଦରରେ ଉଡାଣ ଭରିବାର କିଛି ମିନିଟ୍‌ ପରେ ଏକ ଫେଡ୍‌ଏକ୍ସ କାର୍ଗୋ ବିମାନକୁ ଜରୁରୀ ଅବତରଣ କରାଯାଇଥିଲା । ଉଡାଣ ଭରିବାର କିଛି ସମୟ ପରେ ନିଆଁ ଲାଗି ଯାଇଥିଲା । ବିମାନରେ କିଛି ଲୋକେ ଥିଲେ । ମାତ୍ର କେହି ମୃତାହତ ହୋଇଥିବା ନେଇ କୌଣସି ସୂଚନା ମିଳି ନାହିଁ ।


ଉଡାଣ ଭରିବା ମାତ୍ରେ ଏକ ପକ୍ଷୀ ବିମାନରେ ଧକ୍କା ହେବାକୁ ଇଞ୍ଜିନ୍‌ରେ ନିଆଁ ଲାଗି ଯାଇଥିଲା। ଭିଡିଓରେ ଦେଖିପାରିବେ ବିମାନଟି ନିଆଁ ଲାଗିବା ଅବସ୍ଥାରେ ଦ୍ରୁତ ଗତିରେ ରନୱେ ଆଡକୁ ଫେରି ଆସୁଥିଲା। ଏହାପରେ ତୁରନ୍ତ ନିଆଁକୁ ଆୟତ୍ତ କରାଯାଇଥିଲା । ଭିଡିଓକୁ ଦେଖିବା ପରେ ଲୋକେ ନିଜର ଭିନ୍ନ ଭିନ୍ନ ମତ ଦେଇଛନ୍ତି।

୧୦୦ ବର୍ଷ ପରେ ସୂର୍ଯ୍ୟ ଗ୍ରହଣ ଓ ଶନି ଚଳନ ସହ ଦୁର୍ଲ୍ଲଭ ସଂଯୋଗ: ଏହି ରାଶି ହେବେ ଭାଗ୍ୟଶାଳୀ, ହେବ ବଡ ପରିବର୍ତ୍ତନ..

- Advertisement -

ଦେଖନ୍ତୁ ଭିଡିଓ ; ରିଲ୍ସ କରୁଥିଲେ ମହିଳା, ଓଢଣୀରେ ଲାଗିଲା ନିଆଁ, ଆଉ ତା’ପରେ..

ଛି ଛି ଛି.. ଭିଡିଓ ଦେଖି ଲୋକେ କହିଲେ,ନଳା ପାଣିରେ ପରିବା ଧୋଉଥିଲେ ଦୋକାନୀ

Hot this week

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

Related Articles

Popular Categories